ଏବେ-ତ-ଅନେକ-ସାଲିହାନ-ସମସ୍ତେ-ସ୍ଵପ୍ନାବିଷ୍ଟ

Ahmedabad, Gujarat

Sep 23, 2020

ଏବେ ତ ଅନେକ ସାଲିହାନ, ସମସ୍ତେ ସ୍ଵପ୍ନାବିଷ୍ଟ

୧୯୩୦ରେ ଇଂରେଜମାନଙ୍କ ବିରୋଧରେ ବିଦ୍ରୋହର ନେତୃତ୍ଵ ନେଇଥିବା ଓଡ଼ିଶାର ନୂଆପଡ଼ା ଜିଲ୍ଲା ସାଲିହା ଗାଁର ଆଦିବାସୀ ସ୍ଵାଧୀନତା ସଂଗ୍ରାମୀ ଦେମତି ଦେଇ ଶବର ଏବଂ ବର୍ତ୍ତମାନ ସମୟରେ ସେ ଅଞ୍ଚଳର ଅନେକ ଯୁବ ଦେମତିଙ୍କୁ ଏକ ଶ୍ରଦ୍ଧାଞ୍ଜଳି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।