କାରିଗରୀରେ-କୋଲପ-ଅବକ୍ଷୟାଭିମୁଖୀ-ହସ୍ତଶିଳ୍ପ

Prakasam, Andhra Pradesh

May 16, 2020

କାରିଗରୀରେ କୋଲପ: ଅବକ୍ଷୟାଭିମୁଖୀ ହସ୍ତଶିଳ୍ପ

କୋଭିଡ୍‌-୧୯ ତାଲାବନ୍ଦ ଯୋଗୁଁ ସାରା ଦେଶରେ ହସ୍ତଶିଳ୍ପୀମାନଙ୍କର ଅବସ୍ଥା ଶୋଚନୀୟ । ଏହି ବିପର୍ଯ୍ୟୟର ପ୍ରଭାବ ଆକଳନ ନିମନ୍ତେ ଉତ୍ତର, ଦକ୍ଷିଣ, ପୂର୍ବ, ପଶ୍ଚିମ ଓ କେନ୍ଦ୍ରୀୟ ଭାରତର ବୁଣାକାର, ରଞ୍ଜକ, କଣ୍ଢେଇ କାରିଗର ଏବଂ ଗ୍ରାମୀଣ ଶିଳ୍ପୀମାନଙ୍କ ସହିତ PARIର ଆଳାପ ଆଲୋଚନା

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।