ଗୋମାଂସ-ନିଷେଧ-କିନ୍ତୁ-ଗୋଟିଏ-ହେଲେ-ସରକାରୀ-ଗୋଶାଳା-ଦେଖାଯାଉନାହିଁ

Jalna, Maharashtra

Mar 12, 2020

ଗୋମାଂସ ନିଷେଧ, କିନ୍ତୁ ଗୋଟିଏ ହେଲେ ସରକାରୀ ଗୋଶାଳା ଦେଖାଯାଉନାହିଁ

ପୂର୍ବରୁ ଚାପଗ୍ରସ୍ତ କୃଷକଙ୍କ ପାଇଁ ଏହା ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି, ଫଳରେ ସେମାନେ ନିଜ ଗୃହପାଳିତ ପଶୁଙ୍କୁ ପାଳିବାରେ ସକ୍ଷମ ହୋଇପାରୁନାହାନ୍ତି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Priyanka Kakodkar

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।