ମୋର-କେତେ-ଟଙ୍କାର-ଋଣ-ଅଛି-ମୁଁ-ଜାଣି-ନାହିଁ

Vikarabad, Telangana

Mar 17, 2023

‘ମୋର କେତେ ଟଙ୍କାର ଋଣ ଅଛି ମୁଁ ଜାଣି ନାହିଁ’

ଚିଲତମପଲ୍ଲୀ ଗ୍ରାମରେ ଚାଷୀ କମଲ ଚନ୍ଦ୍ର ଆତ୍ମହତ୍ୟା କରିବାର ୧୩ ବର୍ଷ ବିତିଗଲାଣି। ସେ ଘରୋଇ ସାହୁକାରଙ୍କଠାରୁ ଆଣିଥିବା ଋଣ ଏବେ ବି ତାଙ୍କ ପତ୍ନୀ ପରମେଶ୍ୱରୀ ସୁଝି ଚାଲିଛନ୍ତି ଯାହାର କୌଣସି ଲିଖିତ ରେକର୍ଡ ତାଙ୍କ ପାଖରେ ନାହିଁ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Amrutha Kosuru

ଅମୃତା କୋସୁରୁ ବିଶାଖାପାଟଣାରେ ଅବସ୍ଥିତ ଜଣେ ସ୍ଵତନ୍ତ୍ର ସାମ୍ବାଦିକ। ସେ ଏସିଆନ କଲେଜ ଅଫ ଜର୍ଣ୍ଣାଲିଜିମ୍, ଚେନ୍ନାଇରୁ ସ୍ନାତକ କରିଛନ୍ତି ।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।