ସାଧାରଣ-ଲୋକଙ୍କ-କାହାଣୀ-ଦ୍ୱାରା-ଶିକ୍ଷାଦାନ

Mumbai, Maharashtra

Sep 26, 2022

ସାଧାରଣ ଲୋକଙ୍କ କାହାଣୀ ଦ୍ୱାରା ଶିକ୍ଷାଦାନ

ସାରା ଦେଶରେ ହଜାର ହଜାର ଛାତ୍ରଛାତ୍ରୀ ପରୀରୁ ଶିକ୍ଷାଲାଭ କରୁଛନ୍ତି – ଗ୍ରାମୀଣ ଭାରତକୁ ଅଧିକ ଗଭୀର ଏବଂ ଅଧିକ ସୂକ୍ଷ୍ମ ଭାବରେ ବୁଝୁଛନ୍ତି। ସେମାନଙ୍କଠାରୁ ଶୁଣିବା ପାଇଁ ଏହି ଭିଡିଓ ଦେଖନ୍ତୁ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

PARI Education Team

ଆମେ ଗ୍ରାମୀଣ ଭାରତ ଏବଂ ବଞ୍ଚିତ ଲୋକମାନଙ୍କ କାହାଣୀକୁ ମୁଖ୍ୟସ୍ରୋତର ଶିକ୍ଷା ପାଠ୍ୟକ୍ରମ ମଧ୍ୟକୁ ଆଣିଥାଉ। ନିଜ ଆଖପାଖର ପ୍ରସଙ୍ଗ ଗୁଡ଼ିକ ଉପରେ ରିପୋର୍ଟ ପ୍ରସ୍ତୁତ କରିବା ଏବଂ ଲେଖିବାକୁ ଚାହୁଁଥିବା ଯୁବପିଢ଼ିଙ୍କ ସହିତ ମଧ୍ୟ ଆମେ କାର୍ଯ୍ୟ କରିଥାଉ, ସେମାନଙ୍କୁ ସାମ୍ବାଦିକତା ଶୈଳୀରେ ଲେଖିବା ପାଇଁ ମାର୍ଗଦର୍ଶନ କରୁ ଓ ତାଲିମ ଦେଇଥାଉ। ଛୋଟ ଛୋଟ ପାଠ୍ୟକ୍ରମ, ଅଧିବେଶନ ଏବଂ କର୍ମଶାଳା ମାଧ୍ୟମରେ ଆମେ ଏହା କରିଥାଉ। ଏଥିସହିତ ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନକୁ ଭଲ ଭାବେ ବୁଝିବା ଲାଗି ଛାତ୍ରଛାତ୍ରୀଙ୍କୁ ସକ୍ଷମ କରିବା ନିମନ୍ତେ ଆମେ ପାଠ୍ୟଖସଡ଼ା ଡିଜାଇନ୍ କରିଥାଉ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।