i-want-to-play-for-india-or

Banswara, Rajasthan

Jun 29, 2024

‘ମୁଁ ଭାରତ ପାଇଁ ଖେଳିବାକୁ ଚାହୁଁଛି’

ଏବେ କ୍ରିକେଟପ୍ରେମୀଙ୍କ ନଜର ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଉପରେ ରହିଛି। ଇତିମଧ୍ୟରେ ଭବିଷ୍ୟତ ପିଢ଼ିର କ୍ରିକେଟରମାନେ ସାରା ଦେଶରେ କଠିନ ପରିଶ୍ରମ ଜାରି ରଖିଛନ୍ତି। ରାଜସ୍ଥାନ ବାଂଶୱାଡ଼ାର ଆଶାବାଦୀ ଖେଳାଳୀଙ୍କ ମଧ୍ୟରୁ ଜଣେ ହେଉଛି ନଅ ବର୍ଷର ହିତାକ୍ଷୀ ଯିଏକି ଦିନେ ଦେଶ ପାଇ ଖେଳିବାକୁ ପ୍ରସ୍ତୁତି ଜାରି ରଖିଛି

Want to republish this article? Please write to [email protected] with a cc to [email protected]

Author

Swadesha Sharma

ସ୍ୱଦେଶା ଶର୍ମା ଜଣେ ଗବେଷିକା ଏବଂ ପିପୁଲସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର କଣ୍ଟେଣ୍ଟ ଏଡିଟର। PARIର ପାଠାଗାର ନିମନ୍ତେ ସମ୍ବଳ ନିୟୋଜନ ସକାଶେ ସେ ସ୍ୱେଚ୍ଛାସେବୀମାନଙ୍କ ସହିତ ମଧ୍ୟ କାର୍ଯ୍ୟ କରନ୍ତି

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।