in-beed-blowing-the-whistle-on-child-marriages-or

Beed, Maharashtra

Feb 19, 2024

ବୀଡ୍‌ରେ ବାଲ୍ୟ ବିବାହ ବିରୋଧରେ ସ୍ୱର ଉତ୍ତୋଳନ

ଅଶୋକ ତାଙ୍ଗଡ଼େ ଏବଂ ତତ୍ତ୍ୱଶୀଳ କାମ୍ବଲେ ମହାରାଷ୍ଟ୍ରର ଏହି ଜିଲ୍ଲାରେ ବାଲ୍ୟ ବିବାହ ନିରାକରଣ ଲାଗି ଏକ ଦଶନ୍ଧିରୁ ଅଧିକ ସମୟ ଧରି କାମ କରି ଆସୁଛନ୍ତି। ଏଠାକାର ୪୦ ପ୍ରତିଶତରୁ ଅଧିକ ଝିଅଙ୍କ ବିବାହ ୧୮ ବର୍ଷ ବୟସ ପୂର୍ବରୁ ହୋଇଯାଇଥାଏ। ଉଭୟ ମିଶି ହଜାର ହଜାର ବାଲ୍ୟ ବିବାହ ବନ୍ଦ କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।