in-mp-bulldozer-injustice-muslim-lives-erased-or

Khargone, Madhya Pradesh

Nov 18, 2023

ମଧ୍ୟ ପ୍ରଦେଶରେ ବୁଲଡୋଜର ଅନ୍ୟାୟ: ଧୂଳିସାତ୍ ମୁସଲମାନ ଜୀବନ

ସାଂପ୍ରଦାୟିକ ହିଂସାରେ ପ୍ରତିଶୋଧମୂଳକ ଶାସ୍ତି ସ୍ୱରୂପ ସରକାରଙ୍କ ନିର୍ଦ୍ଦେଶରେ ଏକପାଖିଆ ଭାବରେ ଘର ଓ ଦୋକାନଗୁଡ଼ିକୁ ବୁଲଡୋଜର ଲଗାଇ ଭାଙ୍ଗି ଦିଆଯାଉଛି ଏବଂ ଏହି କାର୍ଯ୍ୟାନୁଷ୍ଠାନରେ କେବଳ ସଂଖ୍ୟାଲଘୁ ସଂପ୍ରଦାୟ ଆକ୍ରୋଶର ଶିକାର ହେଉଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।