robo-says-or

Mumbai, Maharashtra

Sep 14, 2024

ରୋବୋ କୁହେ...

ମୁମ୍ବାଇର ଜୁହୁ ବେଳାଭୂମିରେ ଚାଲୁଥିବା ବେଳେ ଉଦୟ କୁମାରଙ୍କ ଚିତ୍ତାକର୍ଷକ ମେସିନ ବା ଯନ୍ତ୍ର ଦେଖିବାକୁ ନିଜକୁ ଅଟକାଇ ପାରିବେ ନାହିଁ । ଯେଉଁ ମେସିନ ଆପଣଙ୍କ ଭବିଷ୍ୟତ ବିଷୟରେ କହିବ ବୋଲି ଦାବି କରେ, ଆପଣ ବିଶ୍ୱାସ କରନ୍ତୁ ବା ନକରନ୍ତୁ

Author

Aayna

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Aayna

ଆୟନା ହେଉଛନ୍ତି ‘ପରୀ’ ସହ କାମ କରୁଥିବା ଜଣେ ଦୃଶ୍ୟାତ୍ମକ କାହାଣୀକାର ଓ ଫଟୋଗ୍ରାଫର।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।