କ୍ଷମତା-ପାଇଁ-ବଳି-ପଡ଼ିଲା-ଗ୍ରେଟ୍‌-ଇଣ୍ଡିଆନ୍‌-ବଷ୍ଟାର୍ଡ

Jaisalmer, Rajasthan

Apr 21, 2023

ବିଦ୍ୟୁତ୍ ଶକ୍ତି ପାଇଁ ବଳି ପଡ଼ିଲା: ଗ୍ରେଟ୍‌ ଇଣ୍ଡିଆନ୍‌ ବଷ୍ଟାର୍ଡ

ବଷ୍ଟାର୍ଡ ବା ଡାହୁକ ସଦୃଶ ପକ୍ଷୀମାନଙ୍କୁ ସୁରକ୍ଷିତ ରଖିବା ସକାଶେ ସାରା ବିଶ୍ୱରେ ସେମାନଙ୍କର ଏକମାତ୍ର ବାସସ୍ଥଳୀ ଭିତର ଦେଇ ଉଚ୍ଚ କ୍ଷମତାସଂପନ୍ନ ବିଦ୍ୟୁତ୍‌ ତାର କେବଳ ଭୂମିତଳେ ହିଁ ଯାଇପାରିବ ବୋଲି ଦୁଇ ବର୍ଷ ତଳେ, ୨୦୨୧ ମସିହା ଏପ୍ରିଲ ୧୯ ତାରିଖ ଦିନ, ସୁପ୍ରିମ କୋର୍ଟ ରାୟ ଦେଇଥିଲେ। ହେଲେ ସେବେଠାରୁ ଏ ଦିଗରେ କିଛି ହେଲେ କରାଯାଇନାହିଁ ଏବଂ ନିକଟରେ, ୨୦୨୩ ମାର୍ଚ୍ଚ ମାସରେ, ଏହି ବିଲୁପ୍ତପ୍ରାୟ ପକ୍ଷୀର ମୃତ୍ୟୁ ଘଟଣା ଦ୍ୱାରା ଏଠାକାର ପକ୍ଷୀ ମୃତ୍ୟୁ ଅଧ୍ୟାୟରେ ଆଉ ଏକ ଫର୍ଦ୍ଦ ଯାହା ଯୋଡ଼ି ହୋଇଯାଇଛି

Photographs

Urja and Radheshyam Bishnoi

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Priti David

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରାଯାଏ।

Photographs

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Photographs

Radheshyam Bishnoi

ରାଜସ୍ଥାନର ପୋକରାନ ତହସିଲ ଅନ୍ତର୍ଗତ ଧୋଲିୟାର ରାଧେଶ୍ୟାମ ବିଷ୍ନୋଇ ଜଣେ ବନ୍ୟପ୍ରାଣୀ ଫଟୋଗ୍ରାଫର ଏବଂ ପ୍ରକୃତି ବିଜ୍ଞାନୀ। ଏ ଅଞ୍ଚଳରେ ରହୁଥିବା ଗ୍ରେଟ୍‌ ଇଣ୍ଡିଆନ୍‌ ବଷ୍ଟାର୍ଡ ଏବଂ ଅନ୍ୟାନ୍ୟ ପଶୁପକ୍ଷୀମାନଙ୍କର ସଂରକ୍ଷଣ ଏବଂ ସେମାନଙ୍କର ଗତିବିଧି ଉପରେ ନଜର ରଖିବା ସହିତ ପଶୁପକ୍ଷୀଙ୍କ ଶିକାର ରୋକିବା ଦିଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସେ ସଂପୃକ୍ତ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।