in-buldhana-faith-in-magic-fear-in-the-mind-or

Buldhana, Maharashtra

Nov 20, 2025

ବୁଲଢ଼ାନାରେ ଚମତ୍କାରିତା ଉପରେ ଭରସା, ମନରେ ଆଶଙ୍କା

ମହାରାଷ୍ଟ୍ରର ବିଦର୍ଭ କ୍ଷେତ୍ର ଅନ୍ତର୍ଗତ ପିମ୍ପଲଗାଓଁ ସରାଇ ଗାଁରେ ମୂଳ ନିବାସୀଙ୍କ ତୁଳନାରେ ପ୍ରବାସୀ ପରିବାରଙ୍କ ସଂଖ୍ୟା ଅଧିକ । ସେମାନେ ଏଠାକାର ଏକ ଦରଗାହକୁ ଆସନ୍ତି ଏବଂ ବିଶ୍ୱାସ କରନ୍ତି ଯେ, ସେଠାରେ ଚମତ୍କାରିତା ବଳରେ ମାନସିକ ରୋଗର ସଫଳ ଉପଚାର କରାଯାଇଥାଏ

Photo Editor

Binaifer Bharucha

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ। ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।