ଏକ-ପାହାଡିଆ-ରାସ୍ତାରେ-ଝାଡ଼ଖଣ୍ଡରୁ-ଲଦାଖ-ଯାତ୍ରା

Ladakh, Jammu and Kashmir

Sep 20, 2021

ଏକ ପାହାଡିଆ ରାସ୍ତାରେ ଝାଡ଼ଖଣ୍ଡରୁ ଲଦାଖ ଯାତ୍ରା

କୋଭିଡ -୧୯ର ଦ୍ୱିତୀୟ ଲହର କମିବା ପରେ ଝାଡ଼ଖଣ୍ଡ ଏବଂ ଅନ୍ୟାନ୍ୟ ରାଜ୍ୟରୁ ପ୍ରବାସୀ ଶ୍ରମିକମାନେ ଲଦାଖକୁ ଆସି ଅତ୍ୟଧିକ କଠିନ ପରିସ୍ଥିତିରେ ୧୦,୦୦୦ ଫୁଟରୁ ଅଧିକ ଉଚ୍ଚରେ ରାସ୍ତା ନିର୍ମାଣ କରୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

ରୀତାୟନ ମୁଖାର୍ଜୀ କୋଲକାତାରେ ରହୁଥିବା ଜଣେ ଫଟୋଗ୍ରାଫର ଏବଂ ପରୀର ବରିଷ୍ଠ ଫେଲୋ। ସେ ଭାରତର ପ୍ରାଣୀପାଳକ ଓ ଯାଯାବର ସମ୍ପ୍ରଦାୟର ଜୀବନୀ ଉପରେ ଆଧାରିତ ଏକ ଦୀର୍ଘକାଳୀନ ପ୍ରକଳ୍ପ ଉପରେ କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।