କାଠଚୁଲୀର-ଧୂଆଁରେ-ଶ୍ୱାସରୁଦ୍ଧ-ଜୀବନ

Nagpur, Maharashtra

Apr 05, 2023

କାଠଚୁଲୀର ଧୂଆଁରେ ଶ୍ୱାସରୁଦ୍ଧ ଜୀବନ

ରାନ୍ଧିବା ପାଇଁ ନିର୍ମଳ ଇନ୍ଧନ କିଣି ପାରୁ ନ ଥିବାରୁ ନାଗପୁରର ଚିଖାଲି ବସ୍ତିରେ ଥିବା ଅନେକ ମହିଳା ବର୍ତ୍ତମାନ ଶ୍ୱାସ ରୋଗ, ଶ୍ୱାସକ୍ରିୟାରେ ସମସ୍ୟା ଏବଂ ଫୁସଫୁସ୍ ରୋଗର ଶିକାର ହୋଇଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Editor

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।