ଜାମ୍ଭଳିର-ଝୋପଡ଼ି-ସ୍ଥପତି

Kolhapur, Maharashtra

May 04, 2023

ଜାମ୍ଭଳିର ଝୋପଡ଼ି ସ୍ଥପତି

କାଠ, ବାଉଁଶ ଓ ନଡ଼ାରେ ଏକ ଝୋପଡ଼ି-ଏକ କୁଡ଼ିଆ ତିଆରି କରିବା ଲାଗି ସ୍ଥାନୀୟ ପ୍ରଥା ଏବଂ ଦୀର୍ଘସ୍ଥାୟୀ ଅଭ୍ୟାସ ବିଷୟରେ ଗଭୀର ଜ୍ଞାନ ଆବଶ୍ୟକ। ମହାରାଷ୍ଟ୍ରର ଚାଷୀ ବିଷ୍ଣୁ ଓ ନାରାୟଣ ଏହି କାର୍ଯ୍ୟରେ ନିଜ ଦକ୍ଷତାର ପ୍ରମାଣ ଦେଇଥା’ନ୍ତି

Photo Editor

Sinchita Parbat

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।