ସ୍ୱଚ୍ଛ-ଭାରତ-ନର୍ଦ୍ଦମାରେ-ଜୀବନ

New Delhi, Delhi

Aug 23, 2018

ସ୍ୱଚ୍ଛ ଭାରତ, ନର୍ଦ୍ଦମାରେ ଜୀବନ

ଅର୍ଜୁନ ସିଂଙ୍କୁ ୧୦ ବର୍ଷ ହୋଇଥିବାବେଳେ ତାଙ୍କ ବାପା ରାଜେଶ୍ୱର ଦିଲ୍ଲୀରେ ଏକ ନାଳ ସଫା କରିବା ବେଳେ ପ୍ରାଣ ହରାଇଥିଲେ। ୧୪ ବର୍ଷର ସ୍କୁଲ ଛାତ୍ର ଅର୍ଜୁନ ଏବେ ତାଙ୍କ ନିଜର ଓ ମାଙ୍କର ଭରଣପୋଷଣ ପାଇଁ ସ୍ନାକ୍ସ ବିକ୍ରି କରୁଛନ୍ତି ଏବଂ ଜଣେ ବ୍ୟାଙ୍କ ମ୍ୟାନେଜର ଓ ସେଫ୍ ହେବାର ସ୍ୱପ୍ନ ଦେଖୁଛନ୍ତି।

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Bhasha Singh

ଲେଖକ ପରିଚୟ: ଭାଷା ସିଂହ ଜଣେ ସ୍ୱାଧୀନ ସାମ୍ବାଦିକ , ଲେଖକ ଏବଂ ୨୦୦୭ ପରି ବ୍ୟକ୍ତିତ୍ୱ। ହାତରେ ମଇଳା ସଫାକୁ ନେଇ ହିନ୍ଦିରେ ଲିଖିତ ତାଙ୍କର ପୁସ୍ତକ ‘ଅଦୃଶ୍ୟ ଭାରତ’ ୨୦୧୨ ମସିହାରେ ପ୍ରକାଶିତ ହୋଇଥିଲା। ୨୦୧୪ରେ ପେଙ୍ଗୁଇନ୍ ଦ୍ୱାରା ଏହାର ଇଂରାଜୀ ଅନୁବାଦ ‘ଅନସିନ୍’ ପ୍ରକାଶ ପାଇଥିଲା। ତାଙ୍କ ସାମ୍ବାଦିକତା ଉତ୍ତର ଭାରତରେ କୃଷକମାନଙ୍କ ଦୂରବସ୍ଥା ଏ ନ୍ୟୁକ୍ଲିୟର୍ ପ୍ଲାଣ୍ଟର ରାଜନୈତିକ ଓ ଭୂ-ବାସ୍ତବିକତା ଏବଂ ଦଳିତ, ଲିଙ୍ଗଗତ ଓ ସଂଖ୍ୟାଲଘୁ ଅଧିକାର ଉପରେ ପର୍ଯ୍ୟବେସିତ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।