ହୁମାୟୁନଙ୍କ-ନଡ଼ିଆ-ଗଛ-ଚଢ଼ା

Thrissur, Kerala

Apr 22, 2023

ହୁମାୟୁନଙ୍କ ନଡ଼ିଆ ଗଛ ଚଢ଼ା

ନଡ଼ିଆ ଗଛ ଉପରକୁ ଚଢ଼ିବା ଏବଂ ଫଳ ତୋଳି ତଳକୁ ଖସାଇବା ଏକ କଠିନ ଓ ବିପଜ୍ଜନକ କାର୍ଯ୍ୟ, କିନ୍ତୁ ଏହା କରିବା ଜରୁରି । କେରଳରେ, ହୁମାୟୁନ ଶେଖ ଗଛ ଚଢ଼ିବା ପାଇଁ ଏକ ଯାନ୍ତ୍ରିକ ଉପକରଣର ସହାୟତା ନେଇଥାନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।