Odia-dummy-finding-fish-and-freedom-in-kangsabati-river

Puruliya, West Bengal

Jun 01, 2022

କାଙ୍ଗସବତୀ ନଦୀରେ ମାଛ ଓ ସ୍ୱାଧୀନତାର ସନ୍ଧାନ

ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲାର ଅନିରୁଦ୍ଧ ସିଂ ପାତାର, ଯିଏକି ଖାଲି ହାତରେ ଚିଙ୍ଗୁଡ଼ି ଓ ମାଛ ଧରିଥାନ୍ତି, କାଙ୍ଗସବତୀ ନଦୀ କିପରି ବଦଳୁଛି ଏବଂ ସେ କାହିଁକି କାମ ପାଇଁ ଅନ୍ୟତ୍ର ଯାଉଛନ୍ତି ତାହା ସେ ପରୀକୁ କହିଛନ୍ତି

Want to republish this article? Please write to [email protected] with a cc to [email protected]

Author

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।