jalgaons-women-star-in-krishnajis-bharit-or

Jalgaon, Maharashtra

May 28, 2024

କୃଷ୍ଣା ଭରୀତରେ ଜଲଗାଓଁର ମହିଳାଙ୍କ କମାଲ୍‌

ମହାରାଷ୍ଟ୍ରର ଜଲଗାଓଁରେ ସାଧାରଣ ନିର୍ବାଚନ ୨୦୨୪ର ପ୍ରଚାର ସମୟରେ ଗୋଟିଏ ସ୍ଥାନୀୟ ବ୍ୟଞ୍ଜନ ଏବଂ ଏହାକୁ ରାନ୍ଧୁଥିବା ୧୪ ଜଣ ମହିଳା ରୋଷେୟା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।