malgaon-stands-up-to-polarisation-or

Satara, Maharashtra

Apr 29, 2024

ମାଲଗାଓଁରେ ଧ୍ରୁବୀକରଣର ନିଆଁ

ଶହ ଶହ ବର୍ଷ ଧରି ବିଭିନ୍ନ ଧର୍ମର ଲୋକମାନେ ପୂଜା କରୁଥିବା ତୀର୍ଥସ୍ଥଳୀ ଉପରେ ହିନ୍ଦୁ ଭିଡ଼ ଆକ୍ରମଣ କରୁଛନ୍ତି। ପରସ୍ପର ମଧ୍ୟରେ ସହାବସ୍ଥାନ ଭାବନା ନେଇ ଜୀବନ ବିତାଇବାର ପଦ୍ଧତିକୁ କିଭଳି ପୁନର୍ଜୀବିତ କରାଯାଇ ପାରିବ ସେହି ମାର୍ଗ ସନ୍ଧାନରେ ରହିଛି ଗୋଟିଏ ଦୃଢ଼ ସଂକଳ୍ପବଦ୍ଧ ଗାଁ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।