my-students-tell-their-stories-through-photos-or

Chennai, Tamil Nadu

Sep 08, 2023

‘ଫଟୋରେ ନିଜର କାହାଣୀ ଶୁଣାନ୍ତି ମୋ ଛାତ୍ରଛାତ୍ରୀମାନେ’

କ୍ୟାମେରାଧାରୀ ଶିକ୍ଷକ ତଥା ‘ପରୀ’ର ଫଟୋଗ୍ରାଫର ଏମ୍‌. ପାଲାନି କୁମାରଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ ଶ୍ରେଣୀ ଏବଂ କର୍ମଶାଳାରେ ଯୋଗ ଦେଇ ପ୍ରଥମ ଥର ପାଇଁ ହାତରେ କ୍ୟାମେରା ଧରନ୍ତି ସଫେଇ କର୍ମଚାରୀ, ମତ୍ସ୍ୟଜୀବୀ ମହିଳା ଏବଂ ଅନ୍ୟମାନଙ୍କ ପିଲାମାନେ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।