we-sleep-with-our-heads-on-the-road-or

Sri Muktsar Sahib, Punjab

May 10, 2025

‘ସଡ଼କ ଉପରେ ମୁଣ୍ଡ ଦେଇ ଆମେ ଶୋଇଯାଉ’

ଖଜୁରି ପତ୍ରରେ ଝାଡୁ ତିଆରି କରି ବିକିବା ଲାଗି ରାଜସ୍ଥାନର ଅନେକ ପରିବାର ନିଜ ରାଜ୍ୟ ଛାଡ଼ି ପଞ୍ଜାବକୁ ଚାଲି ଯାଆନ୍ତି । ପିଢ଼ି ପରେ ପିଢ଼ି, ଏହା ସେମାନଙ୍କର ଏକ ଜୀବିକା ରୂପରେ ରହିଆସିଛି ସିନା, ସେମାନଙ୍କ ଜୀବନଧାରଣ ସ୍ଥିତିରେ କୌଣସି ପରିବର୍ତ୍ତନ ହୋଇନାହିଁ

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Editor

Sreya Urs

ଶ୍ରେୟା ଉର୍ସ ହେଉଛନ୍ତି ବେଙ୍ଗାଲୁରୁରେ ରହୁଥିବା ଜଣେ ସ୍ୱାଧୀନ ଲେଖିକା ଏବଂ ସମ୍ପାଦିକା। ତାଙ୍କର ଛାପା ଏବଂ ଟେଲିଭିଜନ୍‌ ଗଣମାଧ୍ୟମରେ ୩୦ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।