କଳଙ୍କି-ଧରୁଛି-କୋଟାଗିରିର-ଶେଷ-କୋଲେଲମାନେ

The Nilgiris district, Tamil Nadu

May 21, 2019

କଳଙ୍କି ଧରୁଛି: କୋଟାଗିରିର ଶେଷ କୋଲେଲମାନେ

ମୋହନା ରଙ୍ଗନ ୩୦ ପ୍ରକାର ଲୁହା ଯନ୍ତ୍ରପାତି ତିଆରି କରିପାରନ୍ତି। କିନ୍ତୁ ନୀଳଗିରିର ପାରଂପରିକ କୋଟା ଆଦିବାସୀ କମାରଙ୍କ ପାଇଁ ଆଉ ଅଳ୍ପ କିଛି ଗ୍ରାହକ ରହି ଯାଇଛନ୍ତି। ବର୍ଷ ତମାମ ତିଷ୍ଠି ରହିବା ପାଇଁ ତାଙ୍କ ପାଖରେ ବେଶି କାମ ନାହିଁ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।