ମାନଚିତ୍ରରୁ-ଉଭେଇ-ଯାଉଛି-କାଙ୍ଗଡ଼ାର-ଚା-ବଗିଚା

Kangra, Himachal Pradesh

Apr 25, 2023

ମାନଚିତ୍ରରୁ ଉଭେଇ ଯାଉଛି କାଙ୍ଗଡ଼ାର ଚା’ ବଗିଚା

ଜଳବାୟୁ ପରିବର୍ତ୍ତନର ପ୍ରଭାବ ଏବଂ ସରକାରୀ ସହାୟତା ଅଭାବରୁ ଏକଦା ଉତ୍ତର ଭାରତର ଚା’ ରାଜଧାନୀ ରୂପେ ନିଜର ପରିଚୟ ସୃଷ୍ଟି କରିଥିବା ହିମାଚଳ ପ୍ରଦେଶର ଚା’ ବଗିଚା ସବୁ ଏବେ ଘୋର ଦୁଃସ୍ଥିତି ମଧ୍ୟ ଦେଇ ଗତି କରୁଛି

Author

Aayna

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Aayna

ଆୟନା ହେଉଛନ୍ତି ‘ପରୀ’ ସହ କାମ କରୁଥିବା ଜଣେ ଦୃଶ୍ୟାତ୍ମକ କାହାଣୀକାର ଓ ଫଟୋଗ୍ରାଫର।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।