ଝାଡ଼ଖଣ୍ଡରେ-ଆରଏମପି-ବିଶ୍ୱାସ-ଦ୍ୱାରା-ପରିଚାଳିତ-ଏକ-ଚିକିତ୍ସା

Pashchimi Singhbhum, Jharkhand

Feb 05, 2022

ଝାଡ଼ଖଣ୍ଡରେ ଆରଏମପି: ବିଶ୍ୱାସ ଦ୍ୱାରା ପରିଚାଳିତ ଏକ ‘ଚିକିତ୍ସା’

ପଶ୍ଚିମ ସିଂହଭୂମ ଜିଲ୍ଲାର ଅନ୍ତରୀଣ ଗ୍ରାମରେ ମୌଳିକ ଭିତ୍ତିଭୂମିଜନିତ ଆହ୍ୱାନ ସହିତ ଏକ ଜୀର୍ଣ୍ଣ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା କାରଣରୁ ସ୍ଥାନୀୟ ଲୋକମାନେ ବାଧ୍ୟ ହୋଇ ‘ଗ୍ରାମୀଣ ଚିକିତ୍ସକ’ମାନଙ୍କ ଉପରେ ନିର୍ଭର କରିଥାନ୍ତି - ସ୍ୱାସ୍ଥ୍ୟସେବା ସେମାନଙ୍କ ପାଇଁ ଏକ ଆସ୍ଥାର ବିଷୟ

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jacinta Kerketta

ଓରାଓଁ ଆଦିବାସୀ ସମୁଦାୟର ଜେସିଣ୍ଟା କେରକେଟ୍ଟା ଜଣେ ନିରପେକ୍ଷ ଲେଖିକା ଏବଂ ଗ୍ରାମୀଣ ଝାଡ଼ଖଣ୍ଡର ଖବରଦାତା। ତାଙ୍କ କବିତାରେ ଆଦିବାସୀ ସମୁଦାୟଙ୍କ ସଂଘର୍ଷ ଏବଂ ସେମାନଙ୍କ ପ୍ରତି ହେଉଥିବା ଅନ୍ୟାୟର ବର୍ଣ୍ଣନା ଦେଖିବାକୁ ମିଳିଥାଏ।

Illustration

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।