ମାହେୱାରେ-ମୁଞ୍ଜ୍‌-ଘାସ-ଉପରେ-ନିର୍ଭର-କରୁଥିବା-ମହିଳା

Prayagraj, Uttar Pradesh

May 09, 2022

ମାହେୱାରେ ମୁଞ୍ଜ୍‌ ଘାସ ଉପରେ ନିର୍ଭର କରୁଥିବା ମହିଳା

ଉତ୍ତରପ୍ରଦେଶ ପ୍ରୟାଗରାଜ ଜିଲ୍ଲାର ଏକ ଛୋଟ ସହରରେ ଫାତିମା ବିବି ଓ ଆୟେଶା ବେଗମ ମୁଞ୍ଜ ହସ୍ତଶିଳ୍ପର ପୁନରୁଦ୍ଧାରକୁ ରୂପ ଦେଉଛନ୍ତି

Translator

OdishaLIVE

Reporter

Priti David

Want to republish this article? Please write to [email protected] with a cc to [email protected]

Reporter

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Editor

Sangeeta Menon

ସଙ୍ଗୀତା ମେନନ ମୁମ୍ବାଇରେ ଅବସ୍ଥାପିତ ଜଣେ ଲେଖିକା, ସମ୍ପାଦିକା ଓ ସଞ୍ଚାର ପରାମର୍ଶଦାତା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।