boom-boom-mattukarars-we-are-still-in-the-dark-or

Thanjavur, Tamil Nadu

Jul 12, 2025

ବୁମ ବୁମ ମଟ୍ଟକାରାର: ‘ଆମେ ଏବେ ବି ଅନ୍ଧାରରେ’

ଏକଦା ବାରବୁଲା ଗୋଷ୍ଠୀର ଏହି ବସତିରେ ସାଧାରଣ ଆବଶ୍ୟକତାର ସମ୍ପୂର୍ଣ୍ଣ ଅଭାବ ସେମାନଙ୍କୁ ଅଧିକ ଅବହେଳିତ କରିଦେଇଛି। ପଲାନି କୁମାର ସେମାନଙ୍କ ଅତୀତ ଓ ବର୍ତ୍ତମାନ ସମ୍ପର୍କରେ ବର୍ଣ୍ଣନା କରନ୍ତି

Want to republish this article? Please write to [email protected] with a cc to [email protected]

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।