extreme-weather-plays-havoc-with-magahi-paan-or

Nawada, Bihar

Mar 20, 2024

ଖରାପ ପାଗ ଯୋଗୁ ବରବାଦ୍‌ ହେଉଛି ମଗହୀ ପାନ

ଅନିୟମିତ ଏବଂ ଖରାପ ପାଣିପାଗ ଯୋଗୁ ଦକ୍ଷିଣ ବିହାରରେ ପ୍ରସିଦ୍ଧ ପାନ ଚାଷ କରୁଥିବା ଚାଷୀଙ୍କ ଫସଲ ବରବାଦ୍‌ ହୋଇଯାଉଥିବା ସେମାନେ କୁହନ୍ତି। ହେଲେ ଏଥିପାଇଁ ରାଜ୍ୟ ସରକାରଙ୍କ ଠାରୁ ଅତି ନଗଣ୍ୟ କ୍ଷତିପୂରଣ ମିଳୁଛି। ୨୦୧୭ରେ ଏଠାକାର ପ୍ରସିଦ୍ଧ ମଗହୀ ପାନକୁ ଭୌଗଳିକ ସୂଚକାଙ୍କ (ଜିଆଇ) ମାନ୍ୟତା ମିଳିଥିଲା, କିନ୍ତୁ ଏଥିରେ ଚାଷୀଙ୍କୁ କୌଣସି ଲାଭ ମିଳି ନାହିଁ, ସେମାନଙ୍କ ସମସ୍ୟା ଯଥା ପୂର୍ବଂ ତଥା ପରଂ ଅବସ୍ଥାରେ ରହିଯାଇଛି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Umesh Kumar Ray

ଉମେଶ କୁମାର ରାୟ ହେଉଛନ୍ତି ଜଣେ ତକ୍ଷଶିଳା-ପରୀର ବରିଷ୍ଠ ଫେଲୋ ୨୦୨୫ ଓ ପୂର୍ବତନ ପରୀ ଫେଲୋ ୨୦୨୨। ସେ ବିହାରରେ ଅବସ୍ଥାନ କରୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଓ ସମାଜର ଅବହେଳିତ ବର୍ଗମାନଙ୍କ ବିଷୟରେ ଲେଖନ୍ତି।

Author

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Photographs

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Editor

Priti David

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରାଯାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।