in-gangrel-dance-of-the-displaced-deity-or

Dhamtari, Chhattisgarh

Feb 01, 2024

ଗଙ୍ଗ୍ରେଲରେ ବିସ୍ଥାପିତ ଦେବୀଙ୍କ ନୃତ୍ୟ

ଦକ୍ଷିଣ ଛତିଶଗଡ଼ରେ, ଗଣ୍ଡ ଆଦିବାସୀମାନେ ଗଙ୍ଗ୍ରେଲ ମଡ଼ଇ ନାମକ ଦିନିକିଆ ଉତ୍ସବ ପାଳନ କରିଥା’ନ୍ତି ଯେଉଁଥିରେ ସାରା ରାଜ୍ୟରୁ ଏହି ସମ୍ପ୍ରଦାୟର ଆଦିବାସୀମାନେ ସାମିଲ ହୋଇଥାନ୍ତି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Photographs

Prajjwal Thakur

ପ୍ରଜ୍ଜ୍ୱଳ ଠାକୁର ଅଜୀମ ପ୍ରେମଜୀ ବିଶ୍ୱବିଦ୍ୟାଳୟରେ ସ୍ନାତକ ଛାତ୍ର ଅଟନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Video Editor

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।