iswaraya-takes-centre-stage-or

Vellore, Tamil Nadu

Apr 08, 2025

ପ୍ରମୁଖ ଭୂମିକାରେ ଐଶ୍ୱର୍ଯ୍ୟା

ଐଶ୍ୱର୍ଯ୍ୟା ଭେଲ୍ଲୋର ଜିଲ୍ଲାର ଜଣେ ତିରୁଣଙ୍ଗଇ ବା କିନ୍ନର ଯିଏକି ସମ୍ମାନ ଓ ଗରିମାପୂର୍ଣ୍ଣ ଜୀବନ ସନ୍ଧାନରେ ରହିଛନ୍ତି। ଏଠାରେ ତାମିଲନାଡ଼ୁରେ ଏକ ସଫଳ ନାଟକ ମଣ୍ଡଳୀ ପ୍ରତିଷ୍ଠା କରିବା ଏବଂ ଚଳାଇବା ପାଇଁ ତାଙ୍କର ନିରନ୍ତର ସଂଘର୍ଷ ବିଷୟରେ ବର୍ଣ୍ଣନା କରାଯାଇଛି

Want to republish this article? Please write to [email protected] with a cc to [email protected]

Author

Poongodi Mathiarasu

ପୁଙ୍ଗୋଡ଼ି ମାଦିଆରାସୁ ତାମିଲନାଡୁର ଜଣେ ସ୍ୱାବଲମ୍ବୀ ଲୋକ କଳାକାର ଏବଂ ସେ ଗ୍ରାମୀଣ ଲୋକ କଳାକାର ଓ ସମଲିଙ୍ଗୀ ସଂପ୍ରଦାୟ ପାଇଁ ଅନ୍ତରଙ୍ଗ ଭାବେ କାର୍ଯ୍ୟରତ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Photographs

Akshara Sanal

ଅକ୍ଷରା ସାନାଲ ଚେନ୍ନାଇର ଜଣେ ସ୍ୱାବଲମ୍ବୀ ଫଟୋ-ସାମ୍ବାଦିକ ଏବଂ ଆଖପାଖ ଲୋକଙ୍କ ଜୀବନ କାହାଣୀକୁ ନଥିଭୁକ୍ତ କରିବାକୁ ତାଙ୍କର ଆଗ୍ରହ ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।