migrants-in-nanded-no-shelter-no-water-or

Nanded, Maharashtra

Oct 10, 2023

ନାନ୍ଦେଡ଼ରେ ପ୍ରବାସୀ: ଘର ନାହିଁ କି ପାଣି ନାହିଁ

ମହାରାଷ୍ଟ୍ରର ଏହି ସହରରେ ଜଣେ ପ୍ରବାସୀଙ୍କ ପାଇଁ ପାଣି ଭଳି ସର୍ବନିମ୍ନ ମୌଳିକ ଆବଶ୍ୟକତା ପୂରଣ କରିବା ଏକ ଦୁରୂହ ସମସ୍ୟା। ଏଠାକାର ଲୋକେ ନିଷ୍ପେଷିତ ସଂପ୍ରଦାୟକୁ ସନ୍ଦେହ ଚକ୍ଷୁରେ ଦେଖନ୍ତି ଏବଂ ସର୍ବସାଧାରଣ ସ୍ଥାନ ଏବଂ ସମ୍ବଳରେ ସେମାନଙ୍କ ଅଧିକାରକୁ ସ୍ୱୀକାର କରିବାକୁ ଅନିଚ୍ଛା ପ୍ରକାଶ କରନ୍ତି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Editor

Priti David

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରାଯାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Prakash Ransingh

ପ୍ରକାଶ ରଣସିଂହ, ପୁଣେର ସୋସାଇଟି ଫର ପ୍ରମୋଟିଂ ପାର୍ଟିସିପେଟିଭ୍‌ ଇକୋସିଷ୍ଟମ ମ୍ୟାନେଜମେଣ୍ଟ (SOPPECOM) ରେ ଜଣେ ସହାୟକ ଗବେଷକ ରୂପେ କାର୍ଯ୍ୟରତ।

Editor

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।