psp-pushing-sahyadri-people-into-deep-waters-or

Thane, Maharashtra

Aug 12, 2025

ପି.ଏସ୍‌.ପି: ସୟାଦ୍ରିର ଲୋକଙ୍କୁ ଗଭୀର ଜଳ ମଧ୍ୟକୁ ଠେଲିଦେଉଛି

ମହାରାଷ୍ଟ୍ରର ପଶ୍ଚିମ ଘାଟରେ ଏକ ଜଳବିଦ୍ୟୁତ ପ୍ରକଳ୍ପ ପାଇଁ ଯୋଜନା ଚାଷଜମି ଓ ଜଙ୍ଗଲ ଜମି ଜଳମଗ୍ନ ହେବା ଏବଂ ପରିବାରଗୁଡ଼ିକ ବିସ୍ଥାପିତ ହେବାର ଆଶଙ୍କା ସୃଷ୍ଟି କରିବା ସହିତ ଭାରତର ସ୍ଵଚ୍ଛ ଶକ୍ତି ପରିବର୍ତ୍ତନର ପ୍ରକୃତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି

Author

Jyoti

Photo Editor

Binaifer Bharucha

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Editor

Swadesha Sharma

ସ୍ୱଦେଶା ଶର୍ମା ଜଣେ ଗବେଷିକା ଏବଂ ପିପୁଲସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର କଣ୍ଟେଣ୍ଟ ଏଡିଟର। PARIର ପାଠାଗାର ନିମନ୍ତେ ସମ୍ବଳ ନିୟୋଜନ ସକାଶେ ସେ ସ୍ୱେଚ୍ଛାସେବୀମାନଙ୍କ ସହିତ ମଧ୍ୟ କାର୍ଯ୍ୟ କରନ୍ତି

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।