tb-in-india-the-scourge-continues-or

Howrah District, West Bengal

Feb 13, 2024

ଭାରତରେ ଯକ୍ଷ୍ମା ସଂକଟ ଜାରି

ଭାରତରେ ଯକ୍ଷ୍ମା ରୋଗୀଙ୍କ ବୋଝ ବିଶ୍ୱ ବୋଝର ପ୍ରାୟ ଏକ ତୃତୀୟାଂଶ। ଅଧିକାଂଶ ରୋଗୀ ଗ୍ରାମାଞ୍ଚଳ ଏବଂ ସହରୀ ବସ୍ତି ଅଞ୍ଚଳରେ ରୁହନ୍ତି। ଏମାନଙ୍କ ମଧ୍ୟରେ ଅନେକ ଶିଶୁ ବି ଅଛନ୍ତି। ଏଥିରୁ ବଞ୍ଚି ଯାଉଥିବା ରୋଗୀଙ୍କୁ ସେମାନଙ୍କ ପରିବାରଠାରୁ ନିୟମିତ ସେବାଯତ୍ନର ଆବଶ୍ୟକତା ରହିଥାଏ, ଏଥିପାଇଁ ସେମାନଙ୍କୁ ଆର୍ଥିକ ଓ ଅନ୍ୟାନ୍ୟ ମୂଲ୍ୟ ଦେବାକୁ ପଡ଼େ

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

ରିତାୟନ ମୁଖାର୍ଜୀ ହେଉଛନ୍ତି କୋଲକାତାରେ ଅବସ୍ଥାନ କରୁଥିବା ଜଣେ ଫଟୋଗ୍ରାଫର ଓ ‘ପରୀ’ର ବରିଷ୍ଠ ଫେଲୋ। ସେ ଭାରତର ପଶୁପାଳକ ଓ ଯାଯାବର ଶ୍ରେଣୀର ଜୀବନଧାରାକୁ ସଂକଳିତ କରିବା ପାଇଁ ଏକ ଦୀର୍ଘ-କାଳୀନ ପ୍ରକଳ୍ପରେ କାମ କରୁଛନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।