the-borderlines-of-hatred-or

Murshidabad, West Bengal

Aug 08, 2025

ଘୃଣାର ସୀମାରେଖା

ଗତ କିଛି ମାସ ମଧ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ବଙ୍ଗାଳୀ ପ୍ରବାସୀ ଶ୍ରମିକଙ୍କ ଉପରେ, ବିଶେଷ କରି ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ, ଆକ୍ରମଣ ଅତ୍ୟନ୍ତ ବୃଦ୍ଧି ପାଇଛି, ଯାହା ସେମାନଙ୍କ ମଧ୍ୟରେ ଭୟ ଏବଂ ଆତଙ୍କ ସୃଷ୍ଟି କରିଛି

Photo Editor

Sinchita Parbat

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Anirban Dey

ଅନିର୍ବାଣ ଦେ ହେଉଛନ୍ତି ବହରମପୁର, ମୁର୍ଶିଦାବାଦରେ ଥିବା ଜଣେ ସାମ୍ବାଦିକ। ସେ ଶ୍ରମିକ ଏବଂ ପ୍ରବାସନ ସମ୍ପର୍କରେ ସମ୍ବାଦ ସଂଗ୍ରହ କରନ୍ତି।

Editor

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Photo Editor

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।