the-waters-of-the-sutlej-run-black-or

Ludhiana, Punjab

Nov 26, 2024

କଳା ପଡ଼ିଗଲାଣି ସତଲେଜର ପାଣି

ଦିନେ ପିଇବା ପାଣି ଓ ଜଳସେଚନର ଏକ ପ୍ରକୃଷ୍ଟ ଉତ୍ସ ରୂପେ ବିବେଚିତ ସତଲେଜ ନଦୀରେ ମିଶିଥିବା ବୁଡ୍ଡା ନାଲାର ପାଣି କ୍ରମାଗତ ପ୍ରଦୂଷିତ ହେଉଥିବା ବେଳେ ସରକାରଙ୍କ ଉଦାସୀନ ମନୋଭାବ ପ୍ରତିବାଦରେ ଏବଂ ଏ ଦିଗରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ଉଦ୍ଦେଶ୍ୟରେ ଲୁଧିଆନାରେ ଆୟୋଜିତ ‘କାଲେ ପାନି ଦା ମୋର୍ଚ୍ଚା’ରେ ହଜାର ହଜାର ଲୋକ ଭାଗ ନେଇଥିଲେ

Want to republish this article? Please write to [email protected] with a cc to [email protected]

Author

Arshdeep Arshi

ଅର୍ଶଦୀପ ଅର୍ଶି ଚଣ୍ଡୀଗଡ଼ର ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଅନୁବାଦକ ଏବଂ ସେ ନ୍ୟୁଜ୍18 ପଞ୍ଜାବ ଓ ହିନ୍ଦୁସ୍ତାନ ଟାଇମସରେ କାମ କରିଛନ୍ତି। ସେ ପାତିଆଲାର ପଞ୍ଜାବୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ଏମ୍.ଫିଲ ଉପାଧି ହାସଲ କରିଛନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।