waiting-for-sunny-days-in-the-mountains-or

Bandipora, Kashmir

Apr 04, 2025

ପାହାଡ଼ରେ ଖରା ଦିନକୁ ଅପେକ୍ଷା

ମିର୍ଜା ମହମ୍ମଦ ଖାନଙ୍କ ପାଇଁ କାଶ୍ମୀରର ଗୁରେଜ୍‌ ଉପତ୍ୟକାରେ ଚା’ ଷ୍ଟଲ ଚଲେଇବା କୌଣସି ସହଜ କାମ ନୁହେଁ

Want to republish this article? Please write to [email protected] with a cc to [email protected]

Author

Muzamil Bhat

ମୁଜାମିଲ୍ ଭଟ ହେଉଛନ୍ତି ଶ୍ରୀନଗରରେ ବାସ କରୁଥିବା ଜଣେ ମୁକ୍ତବୃତ୍ତ ଫଟୋ ସାମ୍ବାଦିକ ଓ ଚଳଚ୍ଚିତ୍ର ନିର୍ମାତା ଏବଂ ସେ 2022 ର ପରୀ ଫେଲୋ ଥିଲେ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।