ଅକ୍ଷମତା-ଥିବା-ଶିଶୁମାନେ---ଶିକ୍ଷାଗ୍ରହଣରେ-ଏକ-ଫାଟ

Ahmednagar, Maharashtra

Mar 30, 2021

ଅକ୍ଷମତା ଥିବା ଶିଶୁମାନେ – ଶିକ୍ଷାଗ୍ରହଣରେ ଏକ ଫାଟ

ବୌଦ୍ଧିକ ଅକ୍ଷମତା ବିଶିଷ୍ଟ ଛାତ୍ରଛାତ୍ରୀମାନଙ୍କ ପାଇଁ ଅନ୍‌ଲାଇନ୍‌ କ୍ଲାସ୍‌ର ବିକଳ୍ପ ବିନା ମହାରାଷ୍ଟ୍ରର ଅହମ୍ମଦନଗର ଜିଲ୍ଲାର କୃଷକ ପରିବାରଗୁଡ଼ିକରେ ପିଲାମାନେ ତଳକୁ ଖସିଛନ୍ତି ଏବଂ ସେମାନଙ୍କ ପିତାମାତାଙ୍କ ଉଦ୍‌ବେଗ ବଢ଼ିବାରେ ଲାଗିଛି

Author

Jyoti

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।