ଈଶ୍ୱର-ଅନାଥ-ଜନତା-ଏବଂ-ହଜିଯାଇଥିବା-ପିଲାମାନେ

Gorakhpur, Uttar Pradesh

Oct 30, 2021

ଈଶ୍ୱର, ଅନାଥ ଜନତା ଏବଂ ହଜିଯାଇଥିବା ପିଲାମାନେ

ଉତ୍ତରପ୍ରଦେଶର ଗୋରଖପୁର, ମଥୁରା ଏବଂ ଫିରୋଜାବାଦ୍‌ ଜିଲ୍ଲାରେ ସାର୍ବଜନୀନ ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଫଳ ହେବା ମଧ୍ୟରେ ବହୁ ସଂଖ୍ୟକ ଶିଶୁ ଏକ ଭୟାନକ ଜ୍ୱରରେ ପ୍ରାଣ ହରାଉଥିବା ଦେଖି ଗୋରଖପୁରର ଜଣେ କବି ଯନ୍ତ୍ରଣାରେ କହୁଛନ୍ତି

Poems and Text

Devesh

Translator

OdishaLIVE

Paintings

Labani Jangi

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Poems and Text

Devesh

ଦେବେଶ ଜଣେ କବି, ସାମ୍ବାଦିକ, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକ। ସେ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆରେ ହିନ୍ଦୀ ଭାଷା ସମ୍ପାଦକ ଓ ହିନ୍ଦୀ ଅନୁବାଦ ସମ୍ପାଦକ।

Paintings

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।