ଏକ-ଶେଷ-ଲମ୍ବା-ଧାଡ଼ିରେ-ପୁଣି-ପ୍ରତୀକ୍ଷା

Ahmedabad, Gujarat

May 25, 2021

ଏକ ଶେଷ ଲମ୍ବା ଧାଡ଼ିରେ ପୁଣି ପ୍ରତୀକ୍ଷା

ଧାଡ଼ିମାନଙ୍କରେ ଛିଡ଼ା ହୋଇ ଗୋଟିଏ ଜୀବନ ବିତିଯାଏ – ଏହା ପରେ ଖୁବ୍‌ ଶେଷରେ ଆଉ ଗୋଟିଏ । କୋଭିଡ୍-୧୯ ବିପର୍ଯ୍ୟୟ ଉପରେ ଏକ କବିତା

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustration

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।