people-respect-me-because-im-a-theatre-artiste-or

Thiruvallur, Tamil Nadu

Jun 22, 2024

‘ଲୋକେ ମୋତେ ସମ୍ମାନ ଦିଅନ୍ତି, କାରଣ ମୁଁ ଜଣେ ଥିଏଟର କଳାକାର’

ତାମିଲନାଡୁର ପ୍ରାଚୀନ ଥିଏଟର ପରିବେଷଣରେ ରୁଚି ରଖୁଥିବା ଭିନ୍ନଲିଙ୍ଗୀ କଳାକାରମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସଂପର୍କରେ କହନ୍ତି ଜଣେ ତେରୁକୁତୁ ପରିବେଷଣକାରୀ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Poongodi Mathiarasu

ପୁଙ୍ଗୋଡ଼ି ମାଦିଆରାସୁ ତାମିଲନାଡୁର ଜଣେ ସ୍ୱାବଲମ୍ବୀ ଲୋକ କଳାକାର ଏବଂ ସେ ଗ୍ରାମୀଣ ଲୋକ କଳାକାର ଓ ସମଲିଙ୍ଗୀ ସଂପ୍ରଦାୟ ପାଇଁ ଅନ୍ତରଙ୍ଗ ଭାବେ କାର୍ଯ୍ୟରତ।

Photographs

Akshara Sanal

ଅକ୍ଷରା ସାନାଲ ଚେନ୍ନାଇର ଜଣେ ସ୍ୱାବଲମ୍ବୀ ଫଟୋ-ସାମ୍ବାଦିକ ଏବଂ ଆଖପାଖ ଲୋକଙ୍କ ଜୀବନ କାହାଣୀକୁ ନଥିଭୁକ୍ତ କରିବାକୁ ତାଙ୍କର ଆଗ୍ରହ ରହିଛି।

Editor

Sangeeta Menon

ସଙ୍ଗୀତା ମେନନ ମୁମ୍ବାଇରେ ଅବସ୍ଥାପିତ ଜଣେ ଲେଖିକା, ସମ୍ପାଦିକା ଓ ସଞ୍ଚାର ପରାମର୍ଶଦାତା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।